ଶପଥ ନେଲେ ନୂଆ ମୁଖ୍ୟମନ୍ତ୍ରୀ

ଶପଥ ନେଲେ ନୂଆ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଆରମ୍ଭ ହେଲା ମୋହନ ସରକାର । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ । ଭୁବନେଶ୍ୱରସ୍ଥିତ ଜନତା ମୈଦାନରେ ଓଡିଶାର ରାଜ୍ୟପାଳ ରଘୁବର ଦାସ ମୋହନ ମାଝୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଅମିତ୍ ଶାହା, ନୀତିନ ଗଡକରୀ, ରାଜନାଥ ସିଂହ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ , ୮ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୫ ଜଣ ରାଷ୍ଟ୍ରପତି ଶପଥ ଗ୍ରହଣ କରିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *