ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ନେଇ କିଛି ବଡ ଖବର ସାମ୍ନାକୁ ଆସିଛି । ସେ ଲୋକସଭା ନିର୍ବାଚନ ଲଢିପାରନ୍ତି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ପାର୍ଟି ଶିବସନୋରେ ଯୋଗଦେବା ପରେ ଏଭଳି କିଛି ଚର୍ଚ୍ଚା ଏବେ ଜୋର ଧରିଛି ।ସୂଚନା ମୁତାବକ ଗୋବିନ୍ଦାଙ୍କୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ପାର୍ଟି ଶିବସେନା (ସିନ୍ଦେ ଗୋଷ୍ଠୀ)ରୁ ଟିକେଟ ମିଳିପାରେ । ସେ ଅଜି ଏକନାଥ ସିନ୍ଦେଙ୍କ ଉପସ୍ଥିତିରେ ପାର୍ଟିରେ ଯୋଗ ଦେଇଛନ୍ତି ।
You can share this post!
author