ଶ୍ରୀମନ୍ଦିରରେ ଶୃଙ୍ଖଳାର ସହ ଦର୍ଶନ ପାଇଁ ହେବ ସ୍ୱତନ୍ତ୍ର ବୈଠକ

ଶ୍ରୀମନ୍ଦିରରେ ଶୃଙ୍ଖଳାର ସହ ଦର୍ଶନ ପାଇଁ ହେବ ସ୍ୱତନ୍ତ୍ର ବୈଠକ

ଗତକାଲି ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଭକ୍ତମାନଙ୍କର ପ୍ରବଳ ମାତ୍ରାରେ ଭିଡ ଦେଖିବାକୁ ମିଳିଥିଲା । ଆଜି ମଧ୍ୟ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ ଲାଗି ରହିଛି । ଆଜି ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ନେଇ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ବୈଠକ ହେବ । ଦିନକ ପରେ ପଞ୍ଚୁକ ହେଉଥିବା ଭିଡକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି ।

ଅନ୍ୟପଟେ ବ୍ୟାରିକେଡକୁ ବଢାଯାଇଛି । ପ୍ରଶାସନର ସୂଚନା ଅନୁସାରେ ଗତକାଲି ଦୁଇ ଲକ୍ଷ ଭକ୍ତଙ୍କ ସମାଗମ ଯୋଗୁଁ ସମସ୍ୟା ସୃଷ୍ଟି ହୋଇଥିଲା ।

author

Related Articles

Leave a Reply

Your email address will not be published. Required fields are marked *