ସମଲେଶ୍ୱରୀଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମଲେଶ୍ୱରୀଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟରେ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି ରାଜ୍ୟ ବିଜେପି । ସମ୍ୱଲପୁରରୁ ଲଢିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଜେପିର ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା ହେବା ପରେ ପ୍ରସ୍ତୁତ ହୋଇ ପଡିଛନ୍ତି ବିଜେପି । ଗତକାଲି ରାତିରେ ସମ୍ବଲପୁର ପହଞ୍ଚିବା ପରେ ଆଜି ମା’ ସମଲେଇଙ୍କ ଦର୍ଶନ କରିଛନ୍ତି ଧର୍ମେନ୍ଦ୍ର । ସମ୍ବଲପୁର ଲୋକସଭା ଆସନ ପାଇଁ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ଘୋଷଣା ହେବା ପରେ ପ୍ରଥମ ଥର ପାଇଁ ସମ୍ବଲପୁର ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ । ମା ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଏହାପରେ ଡାଇରିଆରେ ଆକ୍ରାନ୍ତ ହୋଇ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କୁ ଭେଟିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *