ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଥମେ ସମ୍ବଲପୁର ରେଳ ଷ୍ଟେସନରେ ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ଯୋଗେ ପଶ୍ଚିମ ଓଡ଼ିଶା ଲୋକେ ଅଯୋଧ୍ୟା ଯାଇ ଶ୍ରୀରାମଙ୍କୁ ଦର୍ଶନ କରିପାରିବେ । ସେହିପରି ସମ୍ବଲପୁର ବୈଦିକ ଆର୍ନ୍ତଜାତିକ ସ୍କୁଲରେ ରୋବୋଟିକ୍ ସେଣ୍ଟରର ଲୋକାର୍ପଣ କରିବେ । ଏହା ସହ ମଝିପାଲିଠାରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ । ଏହା ସହ ମଝିପାଲିଠାରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ । ପରେ ସମ୍ବଲପୁର ପିଏମଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରୁ ଭିଡିଓ କନଫରେନସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଘାଟନ ଓ ଶିଳାନ୍ୟାସ କାର୍ୟ୍ୟକ୍ରମରେ ଯୋଡ଼ି ହେବ । ଏହା ପରେ ଡାକ ବିଭାଗ ପକ୍ଷରୁ ସନ୍ଥକବି ଭୀମଭୋଇ, ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ଟି ଡାକ ଟିକେଟ୍ ଉନ୍ମୋଚିତ କରିବେ।
You can share this post!
author
Related Articles
ତେଜିବାରେ ଲାଗିଛି ବରଗଡ ରାଜନୀତି…
- February 9, 2026
ଦୁଇ ମୋହନଙ୍କ ପାଇଁ ଭାଙ୍ଗିବ ବିଜେପି !
- February 9, 2026
ବିଦ୍ୟୁତ କର୍ମଚାରୀଙ୍କ ଆନ୍ଦୋଳନ …
- February 9, 2026
