ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ନେଇପାରେ ବଡ ନିଷ୍ପତ୍ତି

ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ନେଇପାରେ ବଡ ନିଷ୍ପତ୍ତି

ସାଧାରଣ ନର୍ବାଚନ ପର୍ବରୁୁ ହରିୟାଣା ରାଜନୀତିରେ ବଡ ଧରଣର ହଲଚଲ । ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ବୋଲି ରାଜନୀତିରେ ଚର୍ଚ୍ଚା ଜୋର ଧରିଛି । ମନୋହର ଲାଲ ଖଟ୍ଟରଙ୍କ ସ୍ଥାନରେ ସଞ୍ଜୟ ଭାଟିଆ କିମ୍ବା ନାଏବ ସୈନିଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇପାରେ । ଲୋକସଭା ନିର୍ବାଚନ ପୂର୍ବରୁ ହରିୟାଣାରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ସମସ୍ତ ବିଧାୟକ ଓ ମନ୍ତ୍ରୀଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି । ହରିୟାଣାର ବିଜେପି ପ୍ରଭାରୀ ଦାୟିତ୍ୱରେ ଥିବା ବିପ୍ଳବ ଦେବ ମଧ୍ୟ ଏହା ମଧ୍ୟରେ ଚଣ୍ଡିଗଡରେ ପହଞ୍ଚିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *