ଶତାୟୁ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କର ୧୦୨ ବର୍ଷ ବୟସରେ ଦେହାନ୍ତ ହୋଇଛି । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଚି । ସେ ମେଡିସିନ ବିଭାଗର ଆଇସିୟୁରେ ୩ ଦିନ ଧରି ଚିକିତ୍ସିତ ହେଉଥିଲେ । ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାହୁ ଅଲ ଓଡିଶା ଫ୍ରୀଡମ ଫାଇଟର ସଂଘର ସଭାପତି ଥିଲେ । ସ୍ୱାଧୀନତା ସଂଗ୍ରାମ ବେଳେ ସେ ୩ ବର୍ଷ ଜେଲରେ ରହିଥିଲେ । ଏହାସହ ସେ ଦୁଇଥର ରାଷ୍ଟ୍ରପତି ପୁରସ୍କାର ମଧ୍ୟ ପାଇଛନ୍ତି ।ବ୍ରେନଷ୍ଟୋକ ହେବା ପରେ ତାଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ ।
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପୁଣି ବଦଳିଲା ବିଜେଡିର ରଣନୀତି
- September 28, 2024