ବିଧାୟକ ଗୁରୁତର । ବାଲେଶ୍ୱର ଭୋଗରାଇ ବିଧାୟକ ଅନନ୍ତ ଦାସ ଗୁରୁତର । ବୟସ ଅଧିକ ହେତୁ ଗତ କିଛି ଦିନ ହେବ ସେ ସ୍ୱାସ୍ଥ୍ୟଗତ ସମସ୍ୟାର ସାମ୍ନା କରୁଥିଲେ । ଗତକାଲି ସଂଧ୍ୟାରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି । ଫଳରେ ପରିବାର ଲୋକେ ତୁରନ୍ତ ତାଙ୍କୁ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତି କରାଇଛନ୍ତି । ବିଧାୟକ ଅନନ୍ତ ଦାସ ଏବେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି ।
You can share this post!
author
Related Articles
ମୋଦି-ଟ୍ରମ୍ପଙ୍କ ନୂଆ ଡିଲ୍ …ଆହୁରି କାନ୍ଦିବେ ଚାଷୀ !
- February 9, 2026
ହ୍ବାଟ୍ସଆପକୁ ସୁପ୍ରିମକୋର୍ଟଙ୍କ ଚେତାବନୀ !
- February 4, 2026
ସ୍କୁଲରେ ମାଗଣା ସାନିଟାରୀ ପ୍ୟାଡ ବାଧ୍ୟତାମୂଳକ …
- January 31, 2026
