୧୧୨ ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି

୧୧୨ ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି

୨୦୨୪ ନିର୍ବାଚନ ପାଇଁ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେପି । ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ଦଳ। ବଳକା ୩୫ ଆସନରେ ବିଜେପି ପ୍ରାର୍ଥୀ ଘୋଷଣା କରିନାହିଁ । ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିବା ଅନେକ ନେତାଙ୍କୁ ପ୍ରାର୍ଥୀ କରିଛି ବିଜେପି ।

author

Related Articles

Leave a Reply

Your email address will not be published. Required fields are marked *