୧୬ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ଼ ଶୋ’

୧୬ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ଼ ଶୋ’

୧୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ଼ ଶୋ’ । ରୋଡ଼ ଶୋ’ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ଗଙ୍ଗନଗର ଛକରୁ ରୋଡ ଶୋ’ ବାହାରି LIC ଅଫିସ, ଗୋପବନ୍ଧୁ ଛକ, ଡିଏଭି ଛକ, HDFC ବ୍ୟାଙ୍କ ଛକ, ନୂଆସାହି , ବେହେରା ସାହି, ନିକୋ ପାର୍କ ଛକ , ବାୟାବାବା ମଠ ଦେଇ ରୂପାଲି ଛକ ପର୍ଯ୍ୟନ୍ତ ଯିବ

author

Related Articles

Leave a Reply

Your email address will not be published. Required fields are marked *