୨୪ରୁ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ

୨୪ରୁ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ

ରାଜ୍ୟରେ ନିର୍ବାଚନ ପାଇଁ ପ୍ରଚାର ଜମୁଛି । ଏହାକୁ ଆହୁରି ଜୋରଦାର କରିବା ପାଇଁ ଏବେ ମୈଦାନକୁ ଓହ୍ଲାଇବେ ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୨୪ ତାରିଖରୁ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ । ଏହା ପରେ ୨୫ ତାରିଖରେ ରାୟଗଡାରେ ମଧ୍ୟ ପ୍ରଚାରର ମଙ୍ଗ ଧରିବେ ବୋଲି ସୂଚନା ମିଳିଛି । ଗତ ନିର୍ବାଚନ ଭଳି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଦୁଇଟି ଆସନରୁ ନିର୍ବାଚନ ଲଢୁଛନ୍ତି । ନିଜ ପାରମ୍ପରିକ ଆସନ ହିଞ୍ଜିଳି ସହ ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ଆସନରୁ ପ୍ରାର୍ଥୀ ହୋଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *