୨ ଦିନ ଅଭିଯୋଗ ଶୁଣିବେନି ମୋହନ

୨ ଦିନ ଅଭିଯୋଗ ଶୁଣିବେନି ମୋହନ

୨ ଦିନ ଅଭିଯୋଗ ଶୁଣିବେନି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବନ୍ଦରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଲୋକଙ୍କ ଅଭିଯୋଗ ଶୁଣୁଥିବା ବେଳେ ଏହି ଶିବିର ୨ ଦିନ ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି। ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାର‌୍ୟ୍ୟ ଥିବାରୁ ଶୁଣାଣି ବନ୍ଦ ରହିବ। ଏଥିସହ ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଇ ସୂଚନା ଦିଆଯାଇଛି।

author

Related Articles

Leave a Reply

Your email address will not be published. Required fields are marked *