୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ | କାର୍ତିକ ମାସ ଶେଷ ହେବ ପରେ ନଭେମ୍ବର ୨୯ ତାରିଖ ବୁଧବାର ବନକଲାଗି ନୀତି ଅନୁଷ୍ଠିତ ହେବ | ଶ୍ରୀବିଗ୍ରହଙ୍କ ଶ୍ରୀମୁଖସିଂହାର ପାଇଁ ଆଜି ଅପରାହ୍ନ ୫ ରୁ ରାତି ୯ ଟା ପର୍ଯ୍ୟନ୍ତ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ | ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତ ମହାପାତ୍ର ସେବାୟତ । ଶ୍ରୀଜିଉଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି | ଅପରାହ୍ମରେ ଦ୍ୱିତୀୟ ଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ବନକଲାଗି ନୀତି କରିବେ ।

author

Related Articles

Leave a Reply

Your email address will not be published. Required fields are marked *