୭୫ ଟଙ୍କା ହେବ ପେଟ୍ରୋଲ….

ଏବେ ରାଜ୍ୟ ସରକାରଙ୍କ ଉପରେ ନିଷ୍ପତ୍ତି । ପେଟ୍ରୋଲ ଓ ଡିଜେଲ ଜିଏସଟି ପରିସରକୁ ଆସିବା ପାଇଁ କେନ୍ଦ୍ର ସରକାର ବ୍ୟବସ୍ଥା କରିଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି । ଯଦି ପେଟ୍ରୋଲ ଓ ଡିଜେଲ ଜିଏସଟି ପରିସରକୁ ଆସିବ ତାହେଲେ ଲିଟର ପିଛା ଦର ହାରାହାରି ୨୦ ଟଙ୍କା କମିଯିବ ।ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୭୫ରୁ ୮୦ ଟଙ୍କା ମଧ୍ୟରେ ଉପଲବ୍ଧ ହେବ ।ଏହାରି ଭିତରେ କେନ୍ଦ୍ର ସରକାର ରାଜ୍ୟ ଉପରେ ନିଷ୍ପତ୍ତି ଛାଡିଛନ୍ତି । ୨୦୧୭ରେ ଜିଏସଟି ଲାଗୁ ହୋଇଥିଲା । ଇନ୍ଧନଜାତ ଦ୍ରବ୍ୟ କିନ୍ତୁ ଏହାର ପରିସରଭୁକ୍ତ ହୋଇନାହିଁ । କିନ୍ତୁ ତକ୍ରାଳୀନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଏବାବଦରେ ବ୍ୟବସ୍ଥା କରିଥିଲେ ବୋଲି ଏବେର ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ ସ୍ପଷ୍ପ କରିଛନ୍ତି । 

author

Related Articles

Leave a Reply

Your email address will not be published. Required fields are marked *