10ରୁ ବନ୍ଦ ହେବ bsky କାର୍ଡ !

10ରୁ ବନ୍ଦ ହେବ bsky କାର୍ଡ !

ବଦଳିଯିବ ବିଏସକେୱାଇ କାର୍ଡର ରୂପରେଖ । ରାଜ୍ୟରେ ଏବେ ପର୍ଯ୍ୟନ୍ତ ଚାଲୁ ରହିଛି ବିଏସକେୱାଇ କାର୍ଡ । ସେପ୍ଟେମ୍ବର ୧୦ ତାରିଖ ପରେ ଲାଗୁହେଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇଛନ୍ତି । ବଜେଟ ଆପ୍ରୋପ୍ରିଏସନ ବିଲ ପାସ୍ ହେଲା ପରେ ନୂଆ କାର୍ଡର ପ୍ରକ୍ରୀୟା ଆରମ୍ଭ ହେବ। ସମସ୍ତଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ମିଳିବ । ସେପ୍ଟେମ୍ବର ୧୦ତାରିଖରେ ଆପ୍ରୋପିଏସନ୍ ବିଲ୍ ପାସ୍ ହେବ, ତା ପରେ ପର୍ଯ୍ୟାୟ କ୍ରମେ ଗୋପବନ୍ଧୁ ଆରୋଗ୍ୟ ଯୋଜନା ଲାଗୁହେବ । ପରବର୍ତ୍ତୀ ସମୟରେ ଯୋଜନା ଆଣିଲେ ତାହା ଲାଗୁହେବ, ଏବେ ବିଏସକେୱାଇ ଯେମିତି ଚାଲିବା କଥା ଚାଲିବ ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *