ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇ ଗସ୍ତରେ ଯିବେ । ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ୧୧ଟା ୩୦ରେ ମୁମ୍ବାଇ ଅଭିମୁଖେ ଯାତ୍ରା କରିବେ ।ଗସ୍ତ ଅବସରରେ ଏସିଆନ୍ ହାର୍ଟ ଇନଷ୍ଟିଚ୍ୟୁଟ୍ ପ୍ରତିଷ୍ଠାତା ଡଃ ରମାକାନ୍ତ ପଣ୍ଡାଙ୍କ ଦ୍ବାରା ସ୍ଥାପିତ ଏସିଆନ୍ ୱାଇଲ୍ଡ ଲାଇଫ୍ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ନବୀନ ।
ମୁଖ୍ୟମନ୍ତ୍ରୀଙ୍କ ସହ ୫t ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ୨୪ ଅପରାହ୍ଣରେ ଭୁବନେଶ୍ବର ପ୍ରତ୍ୟାବତ୍ତର୍ନ କରିବେ ମୁଖ୍ୟମନ୍ତ୍ରୀ ।

author

Related Articles

Leave a Reply

Your email address will not be published. Required fields are marked *