ସାରା ରାଜ୍ୟରେ ଧୀରେ ଧୀରେ ଶୀତ ପଡିବା ଆରମ୍ଭ ହୋଇଗଲାଣି । ଏହି ଶୀତ ଭିତରେ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ । ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୨୬ ତାରିଖ ଆଡକୁ ଲଘୁଚାପର ରୂପ ନେବା ପରେ ୨୭ରେ ଅବପାତରେ ପରିଣତ ହୋଇପାରେ । ସୂଚନା ଅନୁଯାୟୀ କ୍ରମେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିପାରେ । ତେବେ ଓଡିଶା ଉପରେ ଏହାର ବିଶେଷ ପ୍ରଭାବ ପଡିବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
You can share this post!
author
Related Articles
ଖୋଲିବ ୩ଟି ଓମଫେଡ୍ ପ୍ଲାଣ୍ଟ…
- November 16, 2024
କୋବି କିଆରୀରେ ବାଘ
- November 16, 2024
ଆଜି ଜାତୀୟ ପ୍ରେସ୍ ଦିବସ….
- November 16, 2024