ଇଣ୍ଡୋନେସିଆର ମାଉଣ୍ଟ ମେରାପିରେ ଭୟଙ୍କର ଆଗ୍ନେୟ ଉଦଗୀରଣ

ଇଣ୍ଡୋନେସିଆର ମାଉଣ୍ଟ ମେରାପିରେ ଭୟଙ୍କର ଆଗ୍ନେୟ ଉଦଗୀରଣ

ଇଣ୍ଡୋନେସିଆରେ ଘଟିଛି ଭୟଙ୍କର ଦୁର୍ଘଟଣା । ପଶ୍ଚିମ ସୁମାତ୍ରା ସ୍ଥିତ ମାଉଣ୍ଟ ମେରାପିରେ ଆଗ୍ନେୟଗିରି ଉଦଗୀରଣ ହୋଇଛି । ଏଥିରେ ୧୧ଜଣ ପର୍ବତାରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ୩ଜଣଙ୍କୁ ଜୀବନ୍ତ ଉଦ୍ଧାର କରିଛି ରେସ୍କ୍ୟୁ ଟିମ୍ ଏବଂ ଅନେକ ପର୍ବତାରୋହୀ ନିଖୋଜ ଥିବା ସୂଚନା ରହିଛି । ଆଖପାଖ ଅଞ୍ଚଳରେ ଆଗ୍ନେୟଗିରି ଉଦଗୀରଣ ଜନିତ ଭଗ୍ନାଶ ଖସିବା ସହିତ ପାଉଁଶ ଗଦା ହୋଇ ପଡିଛି । ବିପଦ ଆଶଙ୍କା କରାଯାଇ ଆଖପାଖର ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ଯୁଦ୍ଧକାଳୀନ ଭିତିରେ ଉଦ୍ଧାର କାମ ଜାରି ରହିଛି ।

author

Related Articles

Leave a Reply

Your email address will not be published. Required fields are marked *