ଆହତ ହେଲେ ତେଲେଙ୍ଗାନା ପୂର୍ବତନ ମୁଖ୍ୟମନ୍ତ୍ରୀ

ଆହତ ହେଲେ ତେଲେଙ୍ଗାନା ପୂର୍ବତନ ମୁଖ୍ୟମନ୍ତ୍ରୀ

ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେସିଆର ଆହତ ହୋଇଛନ୍ତି । ଫାର୍ମ ହାଉସ୍‌ରେ ଗୋଡ ଖସିଯିବାରୁ ତଳେ ପଡି ଆହତ ହୋଇଛନ୍ତି । ଆହତ ହେବା ପରେ ତାଙ୍କୁ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତଳେ ପଡିଯିବାରୁ ତାଙ୍କ ଅଣ୍ଟାରେ ଗଭୀର ଆଘାତ ଲାଗଛି । ଡାକ୍ତର କେସିଆରଙ୍କ ଚିକିତ୍ସାରେ ଲାଗିଛନ୍ତି । ନିକଟରେ ହୋଇଥିବା ତେଲେଙ୍ଗାନା ବିଧାନସଭା ନିର୍ବାଚନରେ କେସିଆରଙ୍କ ଦଳ ଭାରତ ରାଷ୍ଟ୍ର ସମିତି ପରାସ୍ତ ହୋଇଛି ।

author

Related Articles

Leave a Reply

Your email address will not be published. Required fields are marked *