ଆସନ୍ତା ନିର୍ବାଚନ ଲଢିପାରିବେନି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପ 2021ରେ ହାରିବା ପରେ ପୁଣିଥରେ ଆସନ୍ତା ନିର୍ବାଚନ ଲଢିବାକୁ ଯୋଜନା କରୁଥିବା ବେଳେ ତାଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି । ନିର୍ବାଚନ ଲଢିପାରିବେନି ଡୋନାଲ୍ଡ ଟ୍ରମ୍ପ । ଆମେରିକା ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତି । ଆମେରିକାର ଆସନ୍ତା ରାଷ୍ଟ୍ରପତି ନିର୍ବାଚନ ଲଢିପାରିବେନି ବୋଲି କହିଛନ୍ତି ସୁପ୍ରିମକୋର୍ଟ । ନିର୍ବାଚନ ଲଢିବା ପାଇଁ ଟ୍ରମ୍ପ ଅଯୋଗ୍ୟ ବୋଲି କହିଛନ୍ତି କହିଛନ୍ତି କୋର୍ଟ ।୨୦୨୧ ଜାନୁଆରୀ ୬ ତାରିଖରେ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇଥିଲା । ନିର୍ବାଚନରେ ଟ୍ରମ୍ପଙ୍କୁ ହରାଇ ଜୋ ବାଇଡେନ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ଏହା ପରେ ଟ୍ରମ୍ପଙ୍କ ସମର୍ଥନମାନେ ହ୍ୱାଇଟ ହାଉସ ଭିତରକୁ ଧସେଇ ପଶିବାକୁ ଚେଷ୍ଟା କରିଥିଲେ । ଯେଉଁଥିପାଇଁ ପୁଲିସ ଏବଂ ଟ୍ରମ୍ପଙ୍କ ସମର୍ଥକଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ପ୍ରଥମ ଥର ପାଇଁ ଆମେରିକା ଇତିହାସରେ ପ୍ରଥମ ଥର ପାଇଁ ଦେଖିବାକୁ ମଳିଥିଲା ।

author

Related Articles

Leave a Reply

Your email address will not be published. Required fields are marked *