ନନ୍ଦନକାନନକୁ ଆସିଲେ ୪ ନୂଆ ଅତିଥି

ନନ୍ଦନକାନନକୁ ଆସିଛନ୍ତି ୪ ନୂଆ ଅତିଥି । ଦୀର୍ଘ ୩୫ ବର୍ଷ ପରେ ଦୁଇଟି ୱାଲାବିଙ୍କୁ ନନ୍ଦନକାନନ ଅଣାଯାଇଛି । ସେମାନଙ୍କ ମଧ୍ୟରୁ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ । ଏହା ସହିତ ପ୍ରଥମ ଥର ପାଇଂ ଦୁଇଟି ଲିଭିଂଷ୍ଟୋନ ଟୁରାକୋ ଆସିଛନ୍ତି।

ଏହି ଦୁଇଟି ପ୍ରଜାତିରୁ ୪ଟି ଜୀବଜନ୍ତୁଙ୍କୁ ହାଇଦ୍ରାବାଦର ଏକ ଘରୋଇ ଫାର୍ମରୁ ଅଣାଯାଇଛି। ସେମାନଙ୍କୁ ଏବେ କ୍ୱାରେଣ୍ଟିନ ସେଣ୍ଟରରେ ରଖାଯାଇଛି।ନୂଆ ଖୁଆଡ଼ ନିର୍ମାଣ କରାଯାଇ ୨୮ ତାରିଖରେ ସେମାନଙ୍କୁ ନୂଆ ଖୁଆଡ଼ରେ ରଖାଯିବ।। ନନ୍ଦନକାନନର ପ୍ରତିଷ୍ଠା ଦିବସ ଡିସେମ୍ବର ୨୯ ତାରିଖରେ ପର‌୍ୟ୍ୟଟକମାନେ ଏହି ୪ ନୂଆ ଅତିଥିଙ୍କୁ ଦେଖିପାରିବେ।

author

Related Articles

Leave a Reply

Your email address will not be published. Required fields are marked *