ଓଡିଶାରେ ଆଉ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ଆଉ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ଆତଙ୍କ ଦେଖାଇଲାଣି କରୋନାର ନୂଆ ଭ୍ୟାରିଆଣ୍ଟ ଜେଏନ ଡଟ୍ ୱାନ । ଗତ 24 ଘଣ୍ଟାରେ ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଆଜିତ ସଂକ୍ରମିତକୁ ମିଶାଇ ଏଯାବତ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 3କୁ ବୃଦ୍ଧି ପାଇଛି । ଆଗକୁ ନୂଆବର୍ଷ ଆସୁଥିବା ବେଳେ ଜନସମାଗମ ଯୋଗୁ ସଂକ୍ରମଣ ଦ୍ରୁତ ବେଗରେ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି । ଦେଶରେ ବଢୁଥିବା ସଂକ୍ରମଣକୁ ନେଇ କେନ୍ଦ୍ର ସରକାର ପ୍ରସ୍ତୁତ ରହିଥିବା ବେଳେ ଲୋକଙ୍କୁ ଭୟଭୀତ ନହୋଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ମାସ୍କ ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

author

Related Articles

Leave a Reply

Your email address will not be published. Required fields are marked *