ରାଜ୍ୟରେ ଆଉ ୨ କୋଭିଡ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୨ କୋଭିଡ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ବଢୁଛି କରୋନା ପଜିଟିଭଙ୍କ ସଂଖ୍ୟା । ରାଜ୍ୟରେ ଆଜି ଆଉ ୨ ନୂଆ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି । ଗତକାଲି ସୁଦ୍ଧା ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୮ ଥିବା ବେଲେ ଆଜି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ । ସଂକ୍ରମିତଙ୍କ ସଂଖ୍ୟା ବଢିବା ପରେ ଟେଷ୍ଟିଂ ଉପରେ ଗୁରୁତ୍ୱ ଦିଆଯାଇଛି । ଜ୍ୱର, ଥଣ୍ଡା ଲାଗିରହୁଥିଲେ ତୁରନ୍ତ ଟେଷ୍ଟ କରିବାକୁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ କରିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *