ଆଜିଠୁ ଗାଁ ଗାଁ ବୁଲିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରଥ

ଆଜିଠୁ ଗାଁ ଗାଁ ବୁଲିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରଥ

ଆସନ୍ତା ୧୭ ତାରିଖରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ଆଜିଠୁ ଗାଁ ଗାଁ ବୁଲିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରଥ । ରାଜ୍ୟର ସମସ୍ତ ପଂଚାୟତ, ବିଜ୍ଞାପିତ ଅଂଚଳ ପରିଷଦ ଓ ଗାଁ ପରିକ୍ରମା କରିବା ସହ ସମସ୍ତଙ୍କ ଘରୁ ଅରୁଆ ଚାଉଳ, ଗୁଆ ଓ ନଡିଆ ସଂଗ୍ରହ କରାଯିବ । ଆଜି ପ୍ରଥମ ଦିନରେ ପୁରୀ ସହରର ସଦର ବ୍ଲକ, ୨୫ ନମ୍ବର ଜୋନର ତଲଜଂଘ ଓ ମାଳତୀପାଟପୁର, ୨୬ ନମ୍ବର ଜୋନର ଗୋପୀନାଥପୁର ଓ କାଶୀ ହରିପୁର, ୨୭ ନମ୍ବର ଜୋନର ବାଲିପୁଟ ଓ ରାଏଗୋରଡା ପଂଚାୟତରେ ରଥ ପରିକ୍ରମା କରିବ । ପିଇଓ ଏବଂ ଜିଆରଏସମାନେ ପଞ୍ଚାୟତରେ ନୋଡାଲ ଅଫିସର ଭାବେ କାମ କରିବେ ।

author

Related Articles

Leave a Reply

Your email address will not be published. Required fields are marked *