ମାଲକାନଗିରିକୁ ଆକାଶମାର୍ଗରେ ମିଳିଲା ନୂଆ ପରିଚୟ

ମାଲକାନଗିରିକୁ ଆକାଶମାର୍ଗରେ ମିଳିଲା ନୂଆ ପରିଚୟ

ଲୋକାର୍ପିତ ହେଲା ମାଲକାନଗିରି ବିମାନବନ୍ଦର । ବହୁ ପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦରକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଉପାନ୍ତ ଅଞ୍ଚଳ ଭାବେ ଜଣାଯାଉଥିବା ମାଲକାନଗିରିକୁ ଆକାଶମାର୍ଗରେ ନୂଆ ପରିଚୟ ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିମାନବନ୍ଦର ଲୋକାର୍ପିତ ହେବା ପରେ ଏଠାରୁ ପ୍ରଥମେ ନନ୍ ସିଡ୍ୟୁୁଲ୍ ବା କମର୍ସିଆଲ ବିମାନ ଉଡାଣ ଭରିଛି । ଭବିଷ୍ୟତରେ ଏହାକୁ ୩୦୦୦ ମିଟର ଯାଏଁ ସମ୍ପ୍ରସାରଣ କରାଯିବାର ମଧ୍ୟ ଯୋଜନା ରହିଛି । ଏହା ପରେ ଡିଜସିଏଙ୍କ ଅନୁମତି ପରେ ଯାତ୍ରୀବାହୀ ବିମାନ ଉଡାଣ ଭରିବ ବୋଲି ସୂଚନା ରହିଛି ।

author

Related Articles

Leave a Reply

Your email address will not be published. Required fields are marked *