ରାଜ୍ୟକୁ ପୁଣି ଫେରିଲା ଶୀତ

ରାଜ୍ୟକୁ ପୁଣି ଫେରିଲା ଶୀତ

ପୁଣି ଖସିଲା ପାରଦ । କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଫେରିଲା ଶୀତ । ସମଗ୍ର ରାଜ୍ୟରେ ରାତିର ତାପମାତ୍ରା ସର୍ବନିମ୍ନ ହ୍ରାସ ପାଇଛି । ଉପକୂଳ ଓଡିଶାରେ ମଧ୍ୟ ତାପମାତ୍ରା ଖସି ଯାଇଛି । ୩ ଦିନ ପରେ ତାପମାତ୍ରାରେ କିଛି ପରିବର୍ତନ ହୋଇପାରେ । ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ ଆସନ୍ତାକାଲି ଓ ସୋମବାର ଦିନ ବିଭିନ୍ନ ସ୍ଥାନରେ ସଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

author

Related Articles

Leave a Reply

Your email address will not be published. Required fields are marked *