ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କର ପରଲୋକ

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କର ପରଲୋକ

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କର ପରଲୋକ । ଭୁବନେଶ୍ୱରରେ ୯୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ସାହିତ୍ୟ ଏବଂ ସାମ୍ବାଦିକତା କ୍ଷେତ୍ରରେ ସେ ଥିଲେ ଜଣେ ବିରଳ ବ୍ୟକ୍ତିତ୍ୱ । ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଥିଲେ ସାତକଡି ହୋତା। ୧୯୨୯ ମସିହାରେ ମୟୂରଭଞ୍ଜର ଜଗନ୍ନାଥଖୁଣ୍ଟାରେ ସେ ଜନ୍ମଗ୍ରହଣ କରିଥିଲେ। ଶତାଧିକ ପୁସ୍ତକର ସେ ରଚୟିତା ଥିଲେ। ବ୍ୟାକୁଳ ହୃଦୟ , ସ୍ୱପ୍ନ ଶିଉଳି , ଏତେ ସ୍ୱପ୍ନ ଏତେ ଆଲୋକ, ଅନେକ କାଳଜୟୀ ପୁସ୍ତକର ସେ ରଚୟିତା ଥିଲେ। ସାମ୍ବାଦିକତା କ୍ଷେତ୍ରରେ ବି ସେ ନିଜ ଛାପ ଛାଡିଯାଇଛନ୍ତି। ଦୈନିକ ଖବର କାଗଜ ‘ସମୟ’ର ସେ ସମ୍ପାଦକ ଥିଲେ।

author

Related Articles

Leave a Reply

Your email address will not be published. Required fields are marked *