ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି

ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି। ରାହୁଲ ଗାନ୍ଧିଙ୍କ ପରେ ପ୍ରିୟଙ୍କା ଓ ସଚିନ୍ ପାଇଲଟ୍ ବି ଓଡ଼ିଶା ଆସିବେ। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ତାସହ ପୁଣି ଥରେ ରାହୁଲ ଗାନ୍ଧିଙ୍କ ଗସ୍ତ କାର‌୍ୟ୍ୟକ୍ରମ ରହିଛି ବୋଲି ସେ ସୂଚନା ଦେଇଛନ୍ତି।

କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ଚିଠି ଲେଖିଛନ୍ତି ରାହୁଲ ଗାନ୍ଧି। ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ବେଳେ ସୁନ୍ଦରଗଡ଼ରେ ହକି ଖେଳାଳୀଙ୍କ ସହ ଆଲୋଚନା କରିଥିଲେ। ସେହି ସମୟରେ ସୁନ୍ଦରଗଡ଼ରେ ସ୍ପେଶାଲ୍ ଏରିଆ ଗେମ୍ ସେଣ୍ଟର୍ ଓ ଅଷ୍ଟ୍ରୋ ଟର୍ଫ ପାଇଁ ଦାବିକୁ ସେ ମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି । ଏନେଇ ବିଜେପି କିମ୍ବା ବିଜେଡିର ପ୍ରତିକ୍ରିୟା ମିଳିପାରିନି ।

author

Related Articles

Leave a Reply

Your email address will not be published. Required fields are marked *