ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିଶନର

ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିଶନର

ଆଜି ଓଡିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିଶନର । ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିଶନର ଓ ଅଧିକାରୀ । ରାଜ୍ୟରେ ସାଧାରଣ ଓ ବିଧାନସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ । ଗସ୍ତ ଅବସରରେ ଇଭିଏମ୍ ସ୍ଥିତି ଓ ବୁଥ୍ ସ୍ତରରେ ପ୍ରସ୍ତୁତି ସମୀକ୍ଷା କରିବେ । ସେହିପରି ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଓ ସବୁ ଜିଲ୍ଲାପାଳଙ୍କ ଓହ ପ୍ରସ୍ତୁତି ନେଇ ଆଲୋଚନ କରିବେ । ଏହାବ୍ୟତୀତ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ଗୃହ ସଚିବ ଓ ଉନ୍ନୟନ କମିଶନଙ୍କୁ ଭେଟି ନିର୍ବାଚନ ପ୍ରସ୍ତୁତି ସମ୍ବନ୍ଧରେ ବିସ୍ତୁତ ଆଲୋଚନାର କରିବାର କାର୍ଯ୍ୟକ୍ରମ ରହିଛି ।

author

Related Articles

Leave a Reply

Your email address will not be published. Required fields are marked *