ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ଖଣ୍ଡନ କଲେ ବୋର୍ଡ ଉପସଭାପତି

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ଖଣ୍ଡନ କଲେ ବୋର୍ଡ ଉପସଭାପତି

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ଖଣ୍ଡନ କଲେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି । ମାଟ୍ରିକ୍ ପରୀକ୍ଷା ସୁରୁଖୁରୁରେ ଚାଲିଛି । କୌଣସି ପ୍ରଶପତ୍ର ଲିକ୍ ହୋଇନାହିଁ । ବିଭ୍ରାନ୍ତ କରିବାକୁ କେହି ଏଭଳି କରିଛି ବୋଲି କହିଛନ୍ତି ବୋର୍ଡ ଉପସଭାପତି । ସେ କହିଛନ୍ତି, କିଛି ପରୀକ୍ଷା କେନ୍ଦ୍ରରେ ତ୍ରୁଟି ହୋଇଥିବା ଇଓରୁ ଧରାପଡିଛି । ଧରା ପଡିଥିବା ତ୍ରୁଟିରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସୁପାରିସ ହୋଇଛି । ଏନେଇ ପରୀକ୍ଷା ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ପଚରାଉଚରା କରାଯିବାରୁ ସେମାନେ ଭୁଲ୍ ଜାଣିପାରିନଥିବା କହିଛନ୍ତି । ସେମାନଙ୍କୁ ଅଧିକ ସଚେତନ କରାଯିବ, ଅଣ୍ଡରଟେକିଂ ରଖାଯିବ । ଅଣ୍ଡରଟେକିଂ ରଖାଯାଇ ଆବଶ୍ୟକସ୍ଥଳେ ପରୀକ୍ଷାରେ ନିୟୋଜିତ କରାଯିବ ।

author

Related Articles

Leave a Reply

Your email address will not be published. Required fields are marked *