ଓଡିଶା ପାଇଁ କେନ୍ଦ୍ରସରକାରଙ୍କ ଗରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓଡିଶା ପାଇଁ କେନ୍ଦ୍ରସରକାରଙ୍କ ଗରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦେଶରେ ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ କେନ୍ଦ୍ରସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା । ଯୋଜନା ଗୁଡିକରେ ଓଡ଼ିଶାକୁ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର । ଆଜି ୪୧ ହଜାର କୋଟି ମୂଲ୍ୟର ୨ ହଜାରରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ଖର୍ଚ୍ଚ ହେବ ୧୯ ହଜାର କୋଟିରୁ ଅଧିକ ଟଙ୍କା । ଏହି ଷ୍ଟେସନ ଗୁଡ଼ିକ ମଧ୍ୟରେ ଓଡ଼ିଶାରେ ରହିଛି ୨୧ଟି ଷ୍ଟେସନ । ଏହି ଷ୍ଟେସନ ଗୁଡ଼ିକ ସହରର ଉଭୟ ପାଶ୍ୱର୍କୁ ମିଶାଇ ସିଟି ସେଂଟର ଭାବେ କାର୍ଯ୍ୟ କରିବ ।

author

Related Articles

Leave a Reply

Your email address will not be published. Required fields are marked *