ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କିଛି ଦିନର ବ୍ୟବଧାନରେ ମୋଦି ପୁଣି ଓଡିଶା ଆସିବା ନେଇ ସ୍ପଷ୍ଟ ସୂଚନା ମିଳିଛି । ସେ ମାର୍ଚ୍ଚ ୫ ତାରିଖରେ ଓଡିଆ ଆସୁଛନ୍ତି ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି । ଏହି ଗସ୍ତ ଅବସରରେ ମୋଦୀ ଚଣ୍ଡିଖୋଲରେ ଏକ ସାଧାରଣ ସଭା କରିବା ସହିତ କିଛି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ତେବେ ପ୍ରଧାନମନ୍ତ୍ରୀଙ୍କର ଗସ୍ତର କାର୍ୟ୍ୟସୂଚୀ ପ୍ରସ୍ତୁତ ହେଇନାହିଁ ବୋଲି ସୂଚନା ରହିଛି ।
You can share this post!
author
Related Articles
ଖୋଲିବ ୩ଟି ଓମଫେଡ୍ ପ୍ଲାଣ୍ଟ…
- November 16, 2024
ନବୀନଙ୍କ ବଡ ନିଷ୍ପତ୍ତି; ନଭେମ୍ବର ଶେଷକୁ ହେବ…
- November 16, 2024