ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା

ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା

ଏଣିକି ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସହଜ ହେବ ଶ୍ରୀମନ୍ଦିର ପ୍ରବେଶ । ହ୍ୱିଲ ଚେୟାର ବଦଳରେ କାଠ ସବାରିରେ ଯାଇଁ ମହାପ୍ରଭୁଙ୍କ ଦର୍ଶନ କରିବେ ଦିବ୍ୟାଙ୍ଗ ଭକ୍ତ । ଏଥିପାଇଁ ଅନଲାଇନରେ ପଞ୍ଜୀକରଣ ପରେ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବନ୍ଦୋବସ୍ତ କରାଯିବ । ଚାଲି ପାରୁନଥିବା ଦିବ୍ୟାଙ୍ଗମାନେ ସବାରୀରେ ଯାଇ ବାହାର କାଠ ନିକଟରୁ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ । ଏଥିପାଇଁ ସ୍ୱତନ୍ତ୍ର ସ୍ୱେଚ୍ଛାସେବୀ ନିୟୋଜିତ ହେବେ । ସେମାନେ ଶ୍ରଦ୍ଧାଳୁଙ୍କୁ ସେବା ଯୋଗାଇ ଦେବେ । ଏନେଇ ଆଜି ପରିଚାଳନା କମିଟି ବୈଠକରେ ଆଲୋଚାନ କରାଯିବ ।

author

Related Articles

Leave a Reply

Your email address will not be published. Required fields are marked *