ମେଣ୍ଟ ନେଇ ଥମୁନି ଚର୍ଚ୍ଚା । ବରଂ ଦ୍ୱନ୍ଦ୍ୱ ବଢିବାରେ ଲାଗିଛି । ଗତକାଲି ରାଜ୍ୟ ବିଜେପି ସଭାପତି ମନେମୋହନ ସାମଲ, ସାଧାରଣ ସମ୍ପାଦକ ମାନସ ମହାନ୍ତି ଦିଲ୍ଲୀ ଗସ୍ତ କରିଛନ୍ତି । ଏହା ସହ ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହ ପ୍ରଭାରୀ ମଧ୍ୟ ଦିଲ୍ଲୀ ଯାଇଛନ୍ତି । ୧୦ ଦିନ ମଧ୍ୟରେ ରାଜ୍ୟ ବିଜେପି ନେତୃତ୍ୱ ତିନି ଥର ଦିଲ୍ଲୀ ଗସ୍ତ କରିଛନ୍ତି । ହେଲେ ମେଣ୍ଟ ନେଇ କୌଣସି ଆଲୋଚନା ହୋଇନଥିବା କହିଛନ୍ତି । ଏବେ ରାଜ୍ୟ ନେତୃତ୍ୱ ପୁଣି ଦିଲ୍ଲୀ ଯାଇଥିବାରୁ ମେଣ୍ଟ ଚର୍ଚ୍ଚା ଆହୁରି ବଢିଯାଇଛି । ଅନ୍ୟପଟେ ମେଣ୍ଟକୁ ନେଇ ବିଜେଡି ଏଯାଏଁ ନୀରବ ରହିଛି । ବିଜେଡିର ଶୀର୍ଷ ନେତୃତ୍ୱ ଏଯାଏଁ ମେଣ୍ଟକୁ ନେଇ ସ୍ପଷ୍ଟ ମତ ରଖିନାହାନ୍ତି ।
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପ୍ରତିଦିନ ଚକୋଲେଟ ଖାଇଲେ କଣ ମିଳିବ ଫାଇଦା ?
- September 28, 2024