ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୪ଟି ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ । ନିର୍ବାଚନ ତାରିଖ ଘୋଷଣା ତଥା ଆଚରଣ ବିଧି ଲାଗୁ ପୂର୍ବରୁ ଏହା ଥିଲା ରାଜ୍ୟ କ୍ୟାବିନେଟର ଶେଷ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ କେଉଁ କେଉଁ ପ୍ରସ୍ତାବ ଉପରେ ମଂଜୁରୀ ଲାଗିଛି ସେ ନେଇ ଏକ ସ୍ୱତନ୍ତ୍ର ପ୍ରେସମିଟ୍ ଆୟୋଜିତ ହୋଇଛି ।

author

Related Articles

Leave a Reply

Your email address will not be published. Required fields are marked *