ଆଜିଠୁ ଆରମ୍ଭ ଯୁକ୍ତ ଦୁଇ ଖାତାଦେଖା

ଆଜିଠୁ ଆରମ୍ଭ ଯୁକ୍ତ ଦୁଇ ଖାତାଦେଖା

ଆଜିଠୁ ଆରମ୍ଭ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ ପ୍ରକ୍ରିୟା । ଦୁଇଟି ପର୍ଯ୍ୟାୟରେ ଏହି ମୂଲ୍ୟାୟନ କରାଯିବ । ଆଜିଠାରୁ ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଆରମ୍ଭ ହୋଇ ଏପ୍ରିଲ ୨ ତାରିଖ ଯାଏଁ ଚାଲିବ । ଖାତା ମୂଲ୍ୟାୟନ ପାଇଁ ୬୯ଟି ଅଫ୍ ଲାଇନ୍ ଓ ୪୧ ଅନଲାଇନ୍ ସେଣ୍ଟର କରାଯାଇଛି। ମୋଟ ୨୮ ଶହ ଅଧ୍ୟାପକ ଓ ଅଧ୍ୟାପିକା ଏଥିପାଇଁ ନିଯୁକ୍ତ ହୋଇଛନ୍ତି। ସେହିପରି ଦ୍ବିତୀୟ ପର‌୍ୟ୍ୟାୟ ମୂଲ୍ୟାୟନ ଏପ୍ରିଲ ୪ରୁ ୧୫ ତାରିଖ ଯାଏଁ କରାଯିବ। ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ କରିବାକୁ ଲକ୍ଷ୍ୟ ରଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।

author

Related Articles

Leave a Reply

Your email address will not be published. Required fields are marked *