ପଦ୍ମ ଧରିଲେ ଭର୍ତ୍ତୁହରି, ସିଦ୍ଧାନ୍ତ , ଦମୟନ୍ତୀ

ପଦ୍ମ ଧରିଲେ ଭର୍ତ୍ତୁହରି, ସିଦ୍ଧାନ୍ତ , ଦମୟନ୍ତୀ

ପଦ୍ମ ଧରିଲେ ଭର୍ତ୍ତୁହରି, ସିଦ୍ଧାନ୍ତ , ଦମୟନ୍ତୀ । ଦିଲ୍ଲୀରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ଏହି ତିନି ନେତା । ଭର୍ତ୍ତୃହରି ବିଜେଡି ଛାଡିବା ପରେ ବିଜେପିରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଥିଲା । ଆଜି ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଭର୍ତ୍ତୃହରି । ସେହିଭଳି ସିଦ୍ଧାନ୍ତ ମହାପାତ୍ର ବିଜେପିରେ ସାମିଲ ହେବେ ବୋଲି ଗତ ୨ ଦିନ ହେବ ଚର୍ଚ୍ଚା ହେଉଥିଲା । ତେବେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସେମାନେ ଦଳରେ ସାମିଲ ହୋଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *