ବିଜେଡିରୁ ଇସ୍ତଫା ଦେଲେ ସାଂସଦ ଅନୁଭବ ମହାନ୍ତି

ବିଜେଡିରୁ ଇସ୍ତଫା ଦେଲେ ସାଂସଦ ଅନୁଭବ ମହାନ୍ତି

ବିଜେଡି ଛାଡିଲେ ଆଉ ଜଣେ ନେତା । ପ୍ରଥମେ ପ୍ରିୟଦର୍ଶୀ ମିଶ୍ର, ପରେ ଆକାଶ ଦାସ ନାୟକ ଆଉ ଏବେ ବିଜେଡିରୁ ଇସ୍ତଫା ଦେଲେ ଅଭିନେତା ତଥା କେନ୍ଦ୍ରାପଡାର ପୂର୍ବତନ ସାଂସଦ ଅନୁଭବ ମହାନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ନିଜର ଇସ୍ତଫାପତ୍ର ପଠାଇଛନ୍ତି । ଅନୁଭବଙ୍କ ଟିକେଟ୍ କଟିବା ପରେ ସେ ଦଳରୁ ଇସ୍ତଫା ଦେବେ ବୋଲି ଚର୍ଚ୍ଚା ଲାଗି ରହିଥିଲା । ଆଜି ସେ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣି ଦଳରୁ ଇସ୍ତଫା ଦେଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *