ଚିର ନିଦ୍ରାରେ ସୁନାମ ଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ । ଓଡିଶାର ଜଣେ ଲୋକପ୍ରିୟ ଗାୟିକା ଭାବେ ସେ ବେଶ ଲୋକପ୍ରିୟ । ତାଙ୍କର ଅନେକ ଭଜନ ଲୋକଙ୍କ ହୃଦୟକୁ ଛୁଇଁଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି, ତେବେ ଦୀର୍ଘ ଦିନ ଧରି ଅସୁସ୍ଥତା କାରଣରୁ ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ହେଲେ ଶେଷରେ ତାଙ୍କର ପରଲୋକ ଘଟିଛି । ଏନେଇ ତାଙ୍କ ସ୍ୱାମୀ ବସନ୍ତ ଛୋଟରାୟ ସୂଚନା ଦେଇଛନ୍ତି । ହେଲେ ଦୀର୍ଘ ଦିନ ହେଲା ସେ ଗଳା କର୍କଟରେ ଆକ୍ରାନ୍ତ ହେଇ ଚିକିତ୍ସିତ ହେଉଥିଲେ । ହେଲେ ସୋମବାର ତାଙ୍କର ଦେହାନ୍ତ ଘଟିଛି ।
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପ୍ରତିଦିନ ଚକୋଲେଟ ଖାଇଲେ କଣ ମିଳିବ ଫାଇଦା ?
- September 28, 2024