ପ୍ରଚାର ପାଇଁ କେନ୍ଦ୍ରାପଡ଼ା ଆସିବେ ମୋଦୀ ….

ପ୍ରଚାର ପାଇଁ କେନ୍ଦ୍ରାପଡ଼ା ଆସିବେ ମୋଦୀ ….

ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ଆୟୋଜିତ ହେବ ବିଶାଳ ଜନସଭା ।ଲକ୍ଷ କର୍ମୀ ଓ ଜନତାଙ୍କୁ ନେଇ ହେବ ମୋଦୀଙ୍କ ସଭା । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଆସି କେନ୍ଦ୍ରାପଡ଼ା ଲୋକସଭା ଓ ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ । 

ବିଜେପିର ମାହାଙ୍ଗା ବିଧାନସଭା ପ୍ରାର୍ଥୀ ସୁମନ୍ତ ଘଡ଼ାଇ, କେନ୍ଦ୍ରାପଡ଼ା ଲୋକସଭା ଆସନ ବିଜେପି ସଂଯୋଜକ ସୁନାକର ସାହୁ, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସମୀର ସାମଲ ମଧ୍ୟ ଯୋଗଦେଇଥିଲେ ।

author

Related Articles

Leave a Reply

Your email address will not be published. Required fields are marked *