୪ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

୪ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

ବିଧାନସଭା ପାଇଁ କଂଗ୍ରେସ ଘୋଷଣା କଲା ପ୍ରାର୍ଥୀ ତାଲିକା । ୪ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ମାହାଙ୍ଗା, ସତ୍ୟବାଦୀ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ ।ମାହାଙ୍ଗାରୁ ଦେବେନ୍ଦ୍ର କୁମାର ସାହୁ, ସତ୍ୟବାଦୀରୁ ନିର୍ବାଚନ ଲଢିବେ ମନୋଜ ରଥ , ଭୁବନେଶ୍ୱର ମଧ୍ୟରୁ ନିର୍ବାଚନ ଲଢିବେ ପ୍ରକାଶ ଚନ୍ଦ୍ର ଜେନା, ଭୁବନେଶ୍ୱର ଉତ୍ତର ପ୍ରାର୍ଥୀ ହେଲେ ଅଶୋକ କୁମାର ଦାସ ।

author

Related Articles

Leave a Reply

Your email address will not be published. Required fields are marked *