ଆଜି ନାମାଙ୍କନ ଭରିବେ ବୈଜୟନ୍ତ ପଣ୍ଡା

ଆଜି ନାମାଙ୍କନ ଭରିବେ ବୈଜୟନ୍ତ ପଣ୍ଡା

କେନ୍ଦ୍ରାପଡା ଲୋକସଭା ଆସନ ପାଇଁ ଆଜି ନାମାଙ୍କନ ଭରିବେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । ଏକ ବିରାଟ ଶୋଭାଯାତ୍ରାରେ ନାମାଙ୍କନ ପାଇଁ ବାହାରିବେ ବୈଜୟନ୍ତ । ଶୋଭାଯାତ୍ରାଟି ତିନିମୁହାଣ, ଜ୍ଞାନପୀଠ, କଜଳା, ମହିପାଳ, ବଡହାଟ ଏବଂ ପୁରୁଣା ବସଷ୍ଟାଣ୍ଡ ଦେଇ ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିବ । ଏଥିରେ କେନ୍ଦ୍ର ଏବଂ ରାଜ୍ୟ ସ୍ତରର ବହୁ ପ୍ରମୁଖ ନେତାମାନେ ଯୋଗ ଦେବେ ବୋଲି ସୂଚନା ମିଳିଛି । ଏପଟେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଆସୁଥିବାରୁ ବିଜେପି କର୍ମୀମାନେ ଉତ୍ସାହିତ ଥିବା ଦେଖିବାକୁ ମିଳିଛି ।

author

Related Articles

Leave a Reply

Your email address will not be published. Required fields are marked *