ସିବିଏସଇ ଦ୍ୱାଦଶ ପରୀକ୍ଷାରେ ବାଜି ମାରିନେଲେ ଛାତ୍ରୀ

ସିବିଏସଇ ଦ୍ୱାଦଶ ପରୀକ୍ଷାରେ ବାଜି ମାରିନେଲେ ଛାତ୍ରୀ

ପ୍ରକାଶ ପାଇଛି ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ । ୮୭.୯୮ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ସେହିପରି ୨୪ ହଜାର ପରୀକ୍ଷାର୍ଥୀ ୯୫ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି । ୧ଲକ୍ଷ ୧୬ ହଜାର ପରୀକ୍ଷାର୍ଥୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି । ଆଉ ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଛାତ୍ରମାନଙ୍କ ଅପେକ୍ଷା ଛାତ୍ରୀମାନଙ୍କ ପାସ୍ ହାର ଅଧିକ ରହିଛିା ଛାତ୍ରୀଙ୍କ ପାସ୍ ହାର ୯୧.୫୨ ପ୍ରତିଶତ ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୮୫.୧୨ ପ୍ରତିଶତ ରହିଥିବା ସୂଚନା ମିଳିଛି ।

author

Related Articles

Leave a Reply

Your email address will not be published. Required fields are marked *