ରାଜଧାନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ରାଜଧାନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ରାଜଧାନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱରରେ ପହଁଞ୍ଚିଛନ୍ତି । ଏଠାରୁ ସେ ସିଧାସଳଖ ବିଜେପି କାର୍ଯ୍ୟାଳୟକୁ ଯିବେ । ଦଳୀୟ ନେତାଙ୍କ ସହ ଆଲୋଚନା କରିବା ପରେ ରାଜଭବନରେ ରାତ୍ରୀ ଯାପନ କରିବେ ବୋଲି ସୂଚନା ମିଳିଛି । ତେବେ ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପରେ ପୁରୀରେ ରୋଡ ସୋ କରିବାର କାର୍ଯ୍ୟକ୍ରମ ରହିଛି । ସକାଳ ୮ଟାରୁ ରୋଡ ସୋ ଆରମ୍ଭ କରି ପୁଣି ଥରେ ଶକ୍ତି ପ୍ରଦର୍ଶନ କରିବେ ବୋଲି ସୂଚନା ମିଳିଛି ।

author

Related Articles

Leave a Reply

Your email address will not be published. Required fields are marked *