ପୁରୀରେ ଘଟିଛି ବଡ ଧରଣର ଅଘଟଣ । ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ବିସ୍ପୋରଣରେ 25ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ଚନ୍ଦନଯାତ୍ରା ଉତ୍ସବ ଚାଲିଥିବାବେଳେ ବାଣ ଫୁଟାଉ ଫୁଟାଉ ହଠାତ୍ ହେଲା ବଡ଼ ବିସ୍ଫୋରଣ । ସମସ୍ତ ଆହତଙ୍କୁ ପୁରୀ ସଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ପୁରୀ ପୋଲିସ ଏବଂ ଅଗ୍ନିଶମବାହିନୀ ଟିମ୍ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି । ଆହତକାରୀଙ୍କ ଉଦ୍ଧାର କାର୍ଯ୍ୟରେ ଏବେ ସ୍ଥାନୀୟ ଲୋକମାନେ ମଧ୍ୟ ହାତ ବଢ଼ାଇଛନ୍ତି ।
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପୁଣି ବଦଳିଲା ବିଜେଡିର ରଣନୀତି
- September 28, 2024