ଆଜି ହେଉଛି ରଜ ସଂକ୍ରାନ୍ତି । ଗାଁଠୁ ସହର ସବୁଠି ଉତ୍ସବର ମାହୋଲ । ଦୋଳି, ରଜପାନ, ମିଠାପିଠାର ଆସରରେ ଜମୁଛି ଏହି ଗଣପର୍ବ । ବିଭିନ୍ନ ସ୍ଥାନରେ ଝିଅମାନେ ଦୋଳି ଖେଳିବା ସହ ରଜର ଆନନ୍ଦ ନେଉଛନ୍ତି । ତା ସହିତ ପୁଚି ଖେଳ, ତାସ୍ ଖେଳ, ଲୁଡୁ ଖେଳ ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ୟ୍ୟକ୍ରମ କରାଯାଉଛି । ବିଭିନ୍ନ ସ୍ଥାନରେ ଅନେକ ପ୍ରକାରର ପାରମ୍ପରିକ ପିଠା, ମିଠା, ପାନ ଏବଂ ଖାଦ୍ୟର ଧାଡି ଧାଡି ଷ୍ଟଲ ଲାଗିଛି । କିଛି କିଛି ପାର୍କରେ ମଧ୍ୟ ଲାଗିଛି ରଜଦୋଳି । ସକାଳୁ ସକାଳୁ ପାର୍କରେ ରଜ ଦୋଳି ଖେଳର ମଜା ନେଉଛନ୍ତି ।
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପ୍ରତିଦିନ ଚକୋଲେଟ ଖାଇଲେ କଣ ମିଳିବ ଫାଇଦା ?
- September 28, 2024