ଆସୁଛି ଲଘୁଚାପ…

ଆସୁଛି ଲଘୁଚାପ…

 ଆଜିଠୁ ୨୮ ତାରିଖ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ।ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ଏବଂ ୨୬ରୁ ୨୮ ତିନି ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ସାରା ରାଜ୍ୟରେ ଜୁନ୍ ୧ରୁ ଏପର୍ଯ୍ୟନ୍ତ ୨୪ ଜିଲ୍ଲାରେ ନିଅଂଟିଆ ବର୍ଷା ରେକର୍ଡ କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *