ପୁରୀ ଅଭିମୁଖେ ବାହାରିଲେ ଦ୍ରୌପଦୀ ମୁର୍ମୁ

ପୁରୀ ଅଭିମୁଖେ ବାହାରିଲେ ଦ୍ରୌପଦୀ ମୁର୍ମୁ

ରଥଯାତ୍ରା ପାଇଁ ସ୍ୱତନ୍ତ୍ର ଓଡିଶା ଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗତକାଲି ଅପରାହ୍ନ ସମୟରେ ଭୁବନେଶ୍ୱରରେ ପହଞ୍ଚିଥିଲେ । ଆଜି ପୁରୀ ଅଭିମୁଖେ ଗସ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନବନ୍ଦରରୁ ହେଲିକେପ୍ଟରରେ ଯାଇ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିବା ପରେ ସେଠାରୁ ସୁରକ୍ଷା ଭିତରେ ଯାଇ ବଡଦାଣ୍ଡରେ ପହଞ୍ଚିବେ ଏବଂ ମହାବାହୁଙ୍କୁ ଦର୍ଶନ କରିବେ । ଏଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *