ବଦଳବନି ବିଜୁ କ୍ରୀଡା ପୁରସ୍କାର ସମ୍ମାନ ନାଁ

ବଦଳବନି ବିଜୁ କ୍ରୀଡା ପୁରସ୍କାର ସମ୍ମାନ ନାଁ

ବଦଳବନି ବିଜୁ କ୍ରୀଡା ପୁରସ୍କାର ସମ୍ମାନ ନାଁ । ପୂର୍ବ ପରି ବିଜୁ ପଟ୍ଟନାୟକଙ୍କ ନାଁରେ ହିଁ ଏହି ପୁରସ୍କାର ପ୍ରଦାନ କରାଯିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଙ୍କ ସରକାର ସବୁବେଳେ ବରପୁତ୍ରମାନଙ୍କୁ ସମ୍ମାନ ଦେଇଆସିଛି । ତେବେ ବିଜୁ ବାବୁଙ୍କୁ କୌଣସି ଦଳର ନୁହେଁ ବରଂ ତାଙ୍କୁ ଓଡିଶାର ବରପୁତ୍ର ଭାବେ ସମ୍ମାନ ଦିଆଯାଏ । ବିଜୁ ବାବୁଙ୍କ ଦୀର୍ଘ ଦଶନ୍ଧୀର ରାଜନୈତିକ ଓ ସାମାଜିକ ଅବଦାନ ସବୁବବେଳେ ସମ୍ମରଣୀୟ ହୋଇରହିବ । ତେଣୁ ପୂର୍ବରୁ ଦିଆଯାଉଥିବା ଏହି ପୁରସ୍କାର ତାଙ୍କର ନାମରେ ଚାଲୁ ରହିବ ବୋଲି ଘୋଷଣା କରିଛନ୍ତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

author

Related Articles

Leave a Reply

Your email address will not be published. Required fields are marked *