ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ମହାଲିକ ପଡା ଗ୍ରାମ ପଞ୍ଚାୟତ ଅଂଚଳରେ ମୋବାଇଲ ଟାୱାର କାର୍ଯ୍ୟକ୍ଷମ ଦାବିରେ ମହାଲିକପଡା ବିକାଶ ପରିଷଦ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି | ଉକ୍ତ ଅଞ୍ଚଳରେ ମୋବାଇଲ ଟାୱାର କାର୍ଯ୍ୟକ୍ଷମ ନଥିବା ହେତୁ ଛାତ୍ରଛlତ୍ରୀ ଓ ସାଧାରଣ ଲୋକେ ହଇରାଣ ହେଉଥିବା ଅଭିଯୋଗ କରିଛନ୍ତି | ଉକ୍ତ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସଂଚାର ମନ୍ତ୍ରୀ ଅଶ୍ୱିନୀ କୁମାର ବୈଷ୍ଣବଙ୍କ ଫୋଟରେ ଅଗ୍ନୀ ସଂଯୋଗ କରି ଦାହ କରିଥିଲେ | କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ଦାବିପତ୍ର ଗ୍ରହଣ କରିଥିଲେ
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପୁଣି ବଦଳିଲା ବିଜେଡିର ରଣନୀତି
- September 28, 2024